Biblia Todo Logo
Bib sou entènèt

- Piblisite -




ମାଥିଉ 5:1 - ପବିତ୍ର ବାଇବଲ

1 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଲୋକସମୂହ ଦେଖି ଯୀଶୁ ପର୍ବତ ଆରୋହଣ କଲେ, ପୁଣି ଉପବେଶନ କଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ଛାମୁକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

1 ଲୋକମାନଙ୍କୁ ଦେଖି ଯୀଶୁ ପର୍ବତ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଲୋକ ଗହଳି ଦେଖି ଗୋଟିଏ ପାହାଡ଼ ଉପରେ ଯାଇ ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।

Gade chapit la Kopi




ମାଥିଉ 5:1
16 Referans Kwoze  

ତା'ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ।


ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।


ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ।


ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ।


ତେଣୁ ଗାଲିଲୀ, ଦେକାପଲି, ଯିରୁଶାଲମ, ଯିହୂଦା ଓ ଯର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।


ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସେଠାରେ ଯାଇ ବସିଲେ। ସବୁ ଲୋକ କୂଳରେ ରହିଲେ।


ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,


ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ।


ତା'ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ।


ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ, “ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।


ଏ କଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।


ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।


Swiv nou:

Piblisite


Piblisite