Biblia Todo Logo
Bib sou entènèt

- Piblisite -




ମାଥିଉ 5:2 - ପବିତ୍ର ବାଇବଲ

2 ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେଥିରେ ଯୀଶୁ ମୁଖ ଫିଟାଇ, ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

2 ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଶିଷ୍ୟମାନେ ତାଙ୍କୁ ଘେରି ରହିଥିଲେ। ସେମାନଙ୍କୁ ସେ ଶିକ୍ଷା ଦେଇ କହିଲେ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,

Gade chapit la Kopi




ମାଥିଉ 5:2
11 Referans Kwoze  

ତା'ପରେ ଫିଲି‌ପ୍‌ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ।


ପିତର କହିବା ଆରମ୍ଭ କଲେ, “ମୁଁ ବର୍ତ୍ତମାନ ପ୍ରକୃତରେ ବୁଝିପାରୁଛି, ପରମେଶ୍ୱରଙ୍କ ଦୃଷ୍ଟିରେ ପ୍ରତ୍ୟେକ ଲୋକ ସମାନ। ତାହାଙ୍କ ପାଖରେ କୌଣସି ଭେଦଭାବ ନାହିଁ।


ପରମେଶ୍ୱର ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ: “ମୁଁ କାହାଣୀ ଦ୍ୱାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।”


ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ।


ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା,


ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷୟ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମୋ’ ପାଟିରୁ ବାହାରିବ।


ଏହା ପରେ ଆୟୁବ ନିଜର ପାଟି ଖୋଲିଲା ଏବଂ ତା'ର ଜନ୍ମଦିନକୁ ଅଭିଶାପ ଦେଲା।


ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।


Swiv nou:

Piblisite


Piblisite