Biblia Todo Logo
Bib sou entènèt

- Piblisite -




ମାଥିଉ 8:1 - ପବିତ୍ର ବାଇବଲ

1 ଯୀଶୁ ପାହାଡ଼ ଉପରୁ ଓହ୍ଲେଇ ତଳକୁ ଆସିଲେ, ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।

Gade chapit la Kopi

ଓଡିଆ ବାଇବେଲ

1 ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ପାହାଡ଼ ଉପରୁ ଓହ୍ଲାଇ ଆସିବା ପରେ ଅନେକ ଲୋକ ତାଙ୍କୁ ଅନୁସରଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।

Gade chapit la Kopi




ମାଥିଉ 8:1
12 Referans Kwoze  

ଯୀଶୁ ତାହାଙ୍କ ଗ୍ଭରିପଟେ ଲୋକଙ୍କ ଭିଡ଼ ଦେଖିଲେ, ଶିଷ୍ୟମାନଙ୍କୁ ହ୍ରଦର ଆର ପଟକୁ ଯିବାକୁ ଆଦେଶ ଦେଲେ।


ତେଣୁ ଗାଲିଲୀ, ଦେକାପଲି, ଯିରୁଶାଲମ, ଯିହୂଦା ଓ ଯର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।


କିନ୍ତୁ ଯୀଶୁଙ୍କ ବିଷୟରେ ଖବର ଆହୁରି ଅଧିକରୁ ଅଧିକ ବ୍ୟାପିଗଲା। ଅନେକ ଲୋକ ଉପଦେଶ ଶୁଣିବାକୁ ଓ ରୋଗରୁ ସୁସ୍ଥ ହେବାକୁ ତାହାଙ୍କ ପାଖକୁ ଆସୁଥିଲେ।


ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ।


ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ।


ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ।


କାରଣ ସେ ସେମାନଙ୍କୁ ସେମାନଙ୍କର ଧର୍ମ-ଶାସ୍ତ୍ରୀଙ୍କ ଭଳି ଉପଦେଶ ନ ଦେଇ ଅଧିକାର ଥିବା ଜଣେ ଲୋକ ଭଳି ଉପଦେଶ ଦେଉଥିଲେ।


ସେମାନଙ୍କ ଭିତରୁ ଜଣେ କୁଷ୍ଠରୋଗୀ ଆସି ଯୀଶୁଙ୍କ ଆଗରେ ଆଣ୍ଠୁ ମାଡ଼ି ବସିପଡ଼ି କହିଲା, “ପ୍ରଭୁ, ଆପଣ ଗ୍ଭହିଁଲେ ମୋତେ ଭଲ କରିଦେଇ ପାରିବେ।”


Swiv nou:

Piblisite


Piblisite