ମାଥିଉ 9:1 - ପବିତ୍ର ବାଇବଲ1 ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ। Gade chapit laଓଡିଆ ବାଇବେଲ1 ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ ଡଙ୍ଗାରେ ବସି ହ୍ରଦ ଆରପାରରେ ଥିବା ନିଜ ସହରକୁ ଫେରିଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ। Gade chapit la |