ମୀଖା 1:13 - ପବିତ୍ର ବାଇବଲ13 ହେ ଲାଖୀଶ୍ର ନିବାସୀଗଣ, ଦ୍ରୁତଗାମୀ ଅଶ୍ୱକୁ ନେଇ ରଥରେ ବାନ୍ଧ। ସିୟୋନର ପାପ ଲାଖୀଶ୍ରେ ଆରମ୍ଭ ହେଲା, କାରଣ ତୁମ୍ଭେମାନେ ଇସ୍ରାଏଲର ପାପକୁ ଅନୁସରଣ କଲ। Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ଵ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ଵରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା। Gade chapit laଓଡିଆ ବାଇବେଲ13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା। Gade chapit la |
ଅଶୂରର ରାଜା ସନ୍ହେରୀବ୍ ଓ ତାଙ୍କର ସମସ୍ତ ସୈନ୍ୟଦଳ ଲାଖୀଶ୍ ସହର ନିକଟରେ ଛାଉଣି କଲେ, ଯେପରି ସେମାନେ ତାହାକୁ ଜୟ କରି ପାରନ୍ତି। ଏହା ପରେ ସନ୍ହେରୀବ୍, ଯିହୁଦାର ରାଜା ହିଜକିୟ ଓ ଯିରୁଶାଲମରେ ଥିବା ଯିହୁଦାର ସମସ୍ତ ଲୋକଙ୍କ ନିକଟକୁ ତାଙ୍କର ଭୃତ୍ୟମାନଙ୍କୁ ପଠାଇଲା। ହିଜକିୟ ଓ ଯିରୁଶାଲମର ସବୁ ଲୋକଙ୍କ ନିମନ୍ତେ ସନ୍ହେରୀବ୍ଙ୍କ ଭୃତ୍ୟର ଏକ ବାର୍ତ୍ତା ଥିଲା।