ମୀଖା 1:2 - ପବିତ୍ର ବାଇବଲ2 ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ ଶୁଣ। ମୋର ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧରେ ସେ ସାକ୍ଷ୍ୟ ସ୍ୱରୂପ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ। Gade chapit laଓଡିଆ ବାଇବେଲ2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ତୁମ୍ଭେମାନେ ପଗ୍ଭରିବ, “କାହିଁକି ଆମ୍ଭମାନଙ୍କର ଏହି ଭେଟି ଗୃହୀତ ହେବ ନାହିଁ?” କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ପ୍ରତ୍ୟକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ଯୁବକ ଅବସ୍ଥାରେ ବିବାହ କରିଛ। ସେ ତୁମ୍ଭର ସାଥୀ ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।