ମୀଖା 2:12 - ପବିତ୍ର ବାଇବଲ12 ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରିବା। ଆଉ ମଧ୍ୟ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ଼ରେ ଓ ଗ୍ଭରଣଭୂମିରେ ମେଷମାନଙ୍କୁ ଏକତ୍ରିତ କଲାପରି ସେମାନଙ୍କୁ ସମବେତ କରାଇବା। ସେତେବେଳେ ସେ ସ୍ଥାନଟି ଲୋକ ଗହଳିରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେପରି ମନୁଷ୍ୟ-ବାହୁଲ୍ୟ ହେତୁରୁ ସେମାନେ ମହାଶଦ୍ଦ କରିବେବ। Gade chapit laଓଡିଆ ବାଇବେଲ12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ। Gade chapit la |