ମୀଖା 2:7 - ପବିତ୍ର ବାଇବଲ7 ହେ ଯାକୁବ ବଂଶ, ଆମ୍ଭେ ଏହିସବୁ ନିଶ୍ଚୟ କହିବା। କାରଣ ତୁମ୍ଭେମାନେ ଯେଉଁ ମନ୍ଦକାର୍ଯ୍ୟ କରିଛ, ସେଥିପାଇଁ ସଦାପ୍ରଭୁ ତାଙ୍କର ଧୈର୍ଯ୍ୟ ହରାଇଛନ୍ତି। ତୁମ୍ଭେ ଯଦି ଉଚିତ୍ କର୍ମ କରିବ, ଆମ୍ଭର ବାକ୍ୟ ତୁମ୍ଭ ପାଇଁ ମଙ୍ଗଳକର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ଯାକୁବ-ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? କି ଏହା କୁହାଯିବ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ? Gade chapit laଓଡିଆ ବାଇବେଲ7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ? Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।