Biblia Todo Logo
Bib sou entènèt

- Piblisite -




ମୀଖା 3:10 - ପବିତ୍ର ବାଇବଲ

10 ଲୋକମାନଙ୍କ ରକ୍ତରେ ସିୟୋନକୁ ତୁମ୍ଭେ ଗଢ଼ିଛ ଓ ଅଧର୍ମ ଦ୍ୱାରା ଯିରୁଶାଲମକୁ ନିର୍ମାଣ କରିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।

Gade chapit la Kopi




ମୀଖା 3:10
8 Referans Kwoze  

ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”


ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”


ଯିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସେମାନେ ସକାଳକୁ କିଛି ରଖନ୍ତି ନାହିଁ।


ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ୱସ୍ତ ଓ ଉତ୍ତମ ଲୋକ ଗ୍ଭଲି ଯାଇଛନ୍ତି। ପ୍ରତ୍ୟେକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରତ୍ୟେକ ନିଜର ଭାଇକୁ ମଧ୍ୟ ଜାଲରେ ପକାଇବାକୁ ଚେଷ୍ଟା କରୁଛନ୍ତି।


ଏବଂ ତୁମ୍ଭେ ଏହାକୁ କହିବ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି। ହେ ନଗରୀ, ଯିଏ ଏହା ମଧ୍ୟରେ ରକ୍ତପାତ କରେ, ସେ ତା'ର ନିଜର ଅବସାନ ଆଣେ ଏବଂ ଏହା ନିଜର ଶେଷ ଆଣେ ଯେ, ନିଜ ପାଇଁ ମୂର୍ତ୍ତି ତିଆରି କରେ, ତାହା ଏହାକୁ କଳୁଷିତ କରେ।


Swiv nou:

Piblisite


Piblisite