ମୀଖା 4:11 - ପବିତ୍ର ବାଇବଲ11 ତୁମ୍ଭ ବିରୁଦ୍ଧରେ ବହୁ ଗୋଷ୍ଠୀ ଲଢ଼ିବାକୁ ଆସିଛନ୍ତି। ସେମାନେ କୁହନ୍ତି, “ଦେଖ, ସେ ହେଉଛି ସିୟୋନ, ଆମ୍ଭେ ତାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବୁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ। Gade chapit laଓଡିଆ ବାଇବେଲ11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, “ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।” Gade chapit la |