ମୀଖା 5:10 - ପବିତ୍ର ବାଇବଲ10 ସଦାପ୍ରଭୁ କୁହନ୍ତି, “ସେତେବେଳେ ଆମ୍ଭେ ତୁମ୍ଭର ଘୋଡ଼ାଗୁଡ଼ିକୁ ନେଇଯିବା ଏବଂ ତୁମ୍ଭର ରଥଗୁଡ଼ିକୁ ଧ୍ୱଂସ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ଵଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା; Gade chapit laଓଡିଆ ବାଇବେଲ10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା; Gade chapit la |
ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।”