ମୀଖା 5:12 - ପବିତ୍ର ବାଇବଲ12 ତୁମ୍ଭେମାନେ ଆଉ କୁହୁଳ ବିଦ୍ୟା ଦେଖାଇ ପାରିବ ନାହିଁ କି ଜ୍ୟୋତିଷ ପରି ଭବିଷ୍ୟଦ୍ବାଣୀ ଶୁଣାଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ଵ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ; Gade chapit laଓଡିଆ ବାଇବେଲ12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ; Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।