ମୀଖା 5:13 - ପବିତ୍ର ବାଇବଲ
13 ଆମ୍ଭେ ସେହି ମିଥ୍ୟାପ୍ରଭୁର ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ପକାଇବା। ଆଉ ମଧ୍ୟ ସେହି ମୂର୍ତ୍ତି ଦେବତାଙ୍କର ପବିତ୍ର ସ୍ତମ୍ଭଗୁଡ଼ିକୁ ଧ୍ୱଂସ କରି ଦେବା। ତୁମ୍ଭେ ହାତରେ ତିଆରି କରିଥିବା ସେହି ମୂର୍ତ୍ତିଗୁଡ଼ିକୁ ଆଉ ପୂଜା କରି ପାରିବ ନାହିଁ।
Gade chapit la Kopi
13 ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।