ମୀଖା 5:14 - ପବିତ୍ର ବାଇବଲ14 ଆଉ ମଧ୍ୟ ଆମ୍ଭେ ସେହି ଆଶେରା ସ୍ତମ୍ଭକୁ ଭାଙ୍ଗି ପକାଇବା ଏବଂ ତୁମ୍ଭର ନଗରଗୁଡ଼ିକୁ ଧ୍ୱଂସ କରିଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା। Gade chapit laଓଡିଆ ବାଇବେଲ14 ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା। Gade chapit la |
ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି ଆଦେଶ ଦେଲେ। “ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କେହି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ଯ୍ୟ ପିତୁଳାଗୁଡ଼ିକ ଓ ଧାତୁର ମୂର୍ତ୍ତିଗୁଡ଼ିକ ଯାହାକି ତୁମ୍ଭ ଦେବତାଙ୍କ ମନ୍ଦିରରେ ଅଛି ସେହିସବୁକୁ ଆମ୍ଭେ ଧ୍ୱଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭେମାନେ ଭ୍ରଷ୍ଟ ହୋଇଛ।”