Biblia Todo Logo
Bib sou entènèt

- Piblisite -




ମୀଖା 6:11 - ପବିତ୍ର ବାଇବଲ

11 ବର୍ତ୍ତମାନ ଆମ୍ଭେ ଭୁଲ୍ ମାପକାଠି ଏବଂ ଅସାଧୁ ଓଜନ ସହ୍ୟ କରିବା ଉଚିତ୍ କି? ନା!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା?

Gade chapit la Kopi

ଓଡିଆ ବାଇବେଲ

11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।

Gade chapit la Kopi




ମୀଖା 6:11
9 Referans Kwoze  

“ଯାକୁବ ଜଣେ ପ୍ରକୃତ ବ୍ୟବସାୟୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ୟ ଠକେ। ଏପରିକି ତାଙ୍କ ନିକିତି ମଧ୍ୟ ମିଛ କହେ।


ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହେବ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ୟବହାର କରିବାକୁ ବଟଖରାସବୁ ତିଆରି କଲେ।


“ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।


ସଦାପ୍ରଭୁ ମିଥ୍ୟାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ୍ ଓଜନକୁ ଭଲ ପାଆନ୍ତି।


“ଲୋକମାନଙ୍କୁ ଠକିବା ବନ୍ଦ କର। ଯଥାର୍ଥ ତରାଜୁ ଓ ଐଫା ଓ ଯଥାର୍ଥ ମାପ ବ୍ୟବହାର କର।


ତୁମ୍ଭେ ବ୍ୟବସାୟୀଗଣ କହୁଛ, “କେତେବେଳେ ଅମାବାସ୍ୟା ଗତ ହେବ ଓ ଆମ୍ଭେମାନେ ଆମ୍ଭର ଶସ୍ୟ ବୀକ୍ରି କରିବୁ? ପୁଣି କେତେବେଳେ ବିଶ୍ରାମ ଦିନ ଗତ ହେବ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭେମାନେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ୟ ବୃଦ୍ଧି କରିବୁ। ଆମ୍ଭେମାନେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।


ସ୍ୱର୍ଗଦୂତ କହିଲେ, “ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ୱରୂପ।” ତା'ପରେ ସେ ସ୍ୱର୍ଗଦୂତ ସେହି ନାରୀକୁ ମାପ ଟୋକେଇ ଭିତରକୁ ଠେଲିଦେଇ ତାହାର ସୀମା ଘୋଡ଼ଣୀ ବନ୍ଦ କରିଦେଲେ।


ନାନା ପ୍ରକାର ମାପ ଓଜନରେ ଯେଉଁମାନେ ଠକନ୍ତି, ସେମାନେ ସଦାପ୍ରଭୁଙ୍କଠାରେ ଘୃଣିତ।


Swiv nou:

Piblisite


Piblisite