ମୀଖା 6:3 - ପବିତ୍ର ବାଇବଲ3 ସଦାପ୍ରଭୁ ପୁଣି କୁହନ୍ତି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ କୁହ ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ କି କାର୍ଯ୍ୟ କରିଅଛୁ। ତୁମ୍ଭମାନଙ୍କର ଜୀବନକୁ କଠିନତର କରିଛି ବୋଲି ସାକ୍ଷ୍ୟ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ। Gade chapit laଓଡିଆ ବାଇବେଲ3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ। Gade chapit la |