ମୀଖା 6:4 - ପବିତ୍ର ବାଇବଲ4 ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Gade chapit laଓଡିଆ ବାଇବେଲ4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।