Biblia Todo Logo
Bib sou entènèt

- Piblisite -




ମୀଖା 7:11 - ପବିତ୍ର ବାଇବଲ

11 ସମୟ ଆସିବ ଯେତେବେଳେ ତୁମ୍ଭର କାନ୍ଥ ପୁଣି ନିର୍ମିତ ହେବ। ସେତେବେଳେ ତୁମ୍ଭ ରାଜ୍ୟ ଉନ୍ନତି କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେଦିନ ବିଧାନ ଦୂରକୁ ଅନ୍ତରିତ ହେବ।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।

Gade chapit la Kopi




ମୀଖା 7:11
12 Referans Kwoze  

ରାଜା ଆସଫଙ୍କ ନିମନ୍ତେ ମୋତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି।” ସେ ଆସଫଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କବାଟ ପାଇଁ ମୋତେ ଖଣ୍ଡେ କାଠ ଦେବା ଲାଗି କହିଲେ।” ରାଜା ଏପରି କରିଥିଲେ କାରଣ ପରମେଶ୍ୱର ମୋ’ ପାଇଁ ମଙ୍ଗଳମୟ ଥିଲେ।


“ହେ ଦୁଃଖିନୀ, ତୋଫାନ ବିଧ୍ୱସ୍ତ ଓ ସାନ୍ତ୍ୱନା ବିରହିତ ନଗରୀ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।


ଆମ୍ଭେ ଯିରୁଶାଲମର ପ୍ରାଚୀର ଗଠନ କଲୁ। ଆମ୍ଭେ ନଗରର ଚତୁର୍ପାର୍ଶ୍ୱରେ ପ୍ରାଚୀର ଗଠନ କଲୁ। କିନ୍ତୁ ତହିଁର ଉଚ୍ଚତାରୁ ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା। ଯେହେତୁ କର୍ମ କରିବାକୁ ଲୋକମାନଙ୍କ ମନ ଥିଲା।


ଏହି ସମୟରେ ଅମ୍ମୋନୀୟ ଟୋବିୟ ତାହା ପାଖରେ ଥିଲା, ଆଉ ସେ କହିଲା, “ସେମାନେ ଯାହା ଗଢ଼ୁଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପ୍ରାଚେରୀ ଭାଙ୍ଗି ପକାଇବ।”


ଏହା ପରେ ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ଦେଖି ପାରୁଛ ଆମ୍ଭେମାନେ ଖରାପ ଅବସ୍ଥାରେ ଅଛୁ। ଯିରୁଶାଲମ କିପରି ଉଜାଡ଼ ହୋଇ ପଡ଼ିଛି ଏବଂ ଦ୍ୱାରସବୁ ଅଗ୍ନିରେ ଦ‌ଗ୍‌ଧ ହୋଇଅଛି। ନିନ୍ଦିତ ନ ହେବା ଆସ, ଆସ ପୁଣି ଥରେ ଯିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।”


“ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ।


“ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସେମାନେ ତୁମ୍ଭର ବାସ ସ୍ଥାନର ଯବନିକା ସବୁ ବିସ୍ତାର କରନ୍ତୁ। ବ୍ୟୟର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।


ପୁଣି ତୁମ୍ଭ ବଂଶୀୟ ଲୋକେ ପୁରାତନ ଧ୍ୱଂସ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପରେ ନିର୍ମାଣ କରିବ। “ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”


“ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।


Swiv nou:

Piblisite


Piblisite