ମୀଖା 7:14 - ପବିତ୍ର ବାଇବଲ14 ତେଣୁ ଅଧିକାର ଦ୍ୱାରା ତୁମ୍ଭର ଲୋକମାନଙ୍କୁ ଶାସନ କର। ତୁମ୍ଭ ରାଜ୍ୟର ଯତ୍ନ ନିଅ। ସେହି ଜାତି ଏକାକୀ ଜଙ୍ଗଲ ଓ କର୍ମିଲ ପର୍ବତ ଉପରେ ବାସ କରିବେ। ସେମାନେ ପୂର୍ବପରି ବାଶନ ଓ ଗଲିୟଦରୁ ଶସ୍ୟ ଉତ୍ପାଦନ କରି ଭୋଜନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ଵରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ। Gade chapit laଓଡିଆ ବାଇବେଲ14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ। Gade chapit la |
ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ୱାରା ମୋର ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, “ମୁଁ ଅତି ଶକ୍ତିଶାଳୀ ଓ ମୋର ଅପାର ରଥ ସାହାଯ୍ୟରେ ମୁଁ ଲିବାନୋନକୁ ପରାସ୍ତ କରିଅଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦେବଦାରୁ ବୃକ୍ଷସବୁ କାଟି ପକାଇଅଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ୟରେ ପ୍ରବେଶ କରିଅଛୁ।
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”