ମୀଖା 7:17 - ପବିତ୍ର ବାଇବଲ17 ସେମାନେ ସର୍ପ ପରି ଧୂଳି ଗ୍ଭଟିବେ। ସେମାନେ ଭୟରେ କମ୍ପିତ ହେବେ। ଆଉ ସେମାନେ କୀଟମାନଙ୍କ ପରି ସେମାନଙ୍କର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶେଷରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Gade chapit laଓଡିଆ ବାଇବେଲ17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Gade chapit la |
ଗିବିୟୋନୀୟମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭ ସମ୍ମୁଖରେ ମିଛ କହିଲୁ କାରଣ ଆମ୍ଭେମାନେ ତୁମ୍ଭକୁ ଭୟ କରିଗଲୁ, କାଳେ ତୁମ୍ଭେ ଆମ୍ଭକୁ ମାରି ଦେବ। ଆମ୍ଭେ ଜାଣିବାକୁ ପାଇଲୁ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଆଜ୍ଞା ଦେଇଥିଲେ। ତେଣୁ ଆମ୍ଭର ଜୀବନ ଭୟରେ ଆମ୍ଭେ ତୁମ୍ଭ ନିକଟରେ ମିଥ୍ୟା କହିଲୁ।