ମୀଖା 7:19 - ପବିତ୍ର ବାଇବଲ19 ସେ ପୁନର୍ବାର ଫେରିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦରେ ଦଳି ଦେବେ ଓ ସମସ୍ତ ପାପକୁ ଅତଳ ସମୁଦ୍ରରେ ନେଇ ନିକ୍ଷେପ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ। Gade chapit laଓଡିଆ ବାଇବେଲ19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ। Gade chapit la |
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।