ମୀଖା 7:5 - ପବିତ୍ର ବାଇବଲ5 ତୁମ୍ଭର ପ୍ରତିବାସୀ କି ମିତ୍ରଙ୍କୁ ବିଶ୍ୱାସ କର ନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖରେ ମୁଖ ଖୋଲ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ମିତ୍ରଠାରେ ପ୍ରତ୍ୟୟ କର ନାହିଁ ଓ ପଥପ୍ରଦର୍ଶକଠାରେ ବିଶ୍ଵାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ଵାର ରକ୍ଷା କର। Gade chapit laଓଡିଆ ବାଇବେଲ5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର। Gade chapit la |