ମୀଖା 7:6 - ପବିତ୍ର ବାଇବଲ6 ତୁମ୍ଭ ନିଜ ପରିବାରର ଲୋକେ ତୁମ୍ଭର ଶତ୍ରୁ ପାଲଟିବେ। ପୁଅ ତାଙ୍କର ବାପାଙ୍କୁ ଅସମ୍ମାନ କରିବ, କନ୍ୟା ମାର ବିରୁଦ୍ଧରେ ଯିବ ଓ ବୋହୂ ଶାଶୁର ବିରୁଦ୍ଧରେ କାର୍ଯ୍ୟ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି। Gade chapit laଓଡିଆ ବାଇବେଲ6 କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି। Gade chapit la |
ସେହି ସମସ୍ତେ, ଯେଉଁମାନେ କି ତୁମ୍ଭର ପ୍ରକୃତ ବନ୍ଧୁ, ତୁମ୍ଭକୁ ବଳପୂର୍ବକ ତୁମ୍ଭର ଭୂମିରୁ ତଡ଼ି ଦେବେ। ତୁମ୍ଭର ବନ୍ଧୁ ତୁମ୍ଭକୁ ପ୍ରଲୋଭନ ଦେଖାଇବେ ଏବଂ ତୁମ୍ଭକୁ ଭୁଲ୍ କାର୍ଯ୍ୟ କରିବାକୁ ବାଧ୍ୟ କରିବେ। ତୁମ୍ଭର ବନ୍ଧୁ ଯେଉଁମାନଙ୍କ ସହିତ ମିଶି ସଂଗ୍ରାମ କରିଛ ଓ ଯେଉଁମାନଙ୍କ ସହିତ ମିଶି ଖାଅ, ସେମାନେ ତୁମ୍ଭ ପାଦତଳେ ଏକ ଫାଶ ବସାଇବା ପାଇଁ ଯୋଜନା କରନ୍ତି। ସେମାନେ କୁହା କୁହି ହୁଅନ୍ତି, ‘ସେ କୌଣସି ବସ୍ତୁକୁ ସନ୍ଦେହ କରନ୍ତି ନାହିଁ।’”
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”