ମୀଖା 7:8 - ପବିତ୍ର ବାଇବଲ8 ହେ ମୋର ଶତ୍ରୁ ମୋର ପତନରେ ପରିହାସ କର ନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାରରେ ଥିଲେ ମଧ୍ୟ ସଦାପ୍ରଭୁ ମୋ’ ପାଇଁ ଆଲୋକ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ଵରୂପ ହେବେ। Gade chapit laଓଡିଆ ବାଇବେଲ8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ। Gade chapit la |