ମାର୍କ 1:11 - ପବିତ୍ର ବାଇବଲ11 ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ। Gade chapit laଓଡିଆ ବାଇବେଲ11 ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ । Gade chapit laପବିତ୍ର ବାଇବଲ (CL) NT (BSI)11 ପୁଣି ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଲା; “ତୁମେ ମୋର ପ୍ରିୟ ପୁତ୍ର। ତୁମ ଉପରେ ମୁଁ ଅତ୍ୟନ୍ତ ସନ୍ତୁଷ୍ଟ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।” Gade chapit la |