ମାର୍କ 1:14 - ପବିତ୍ର ବାଇବଲ14 ଏହା ପରେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ଵରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, Gade chapit laଓଡିଆ ବାଇବେଲ14 ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, Gade chapit laପବିତ୍ର ବାଇବଲ (CL) NT (BSI)14 ଯୋହନ କାରାରୁଦ୍ଧ ହେବା ପରେ ଯୀଶୁ ଗାଲିଲୀକୁ ଯାଇ ଈଶ୍ୱରଙ୍କ ରାଜ୍ୟର ଶୁଭବାର୍ତ୍ତା ପ୍ରଚାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, Gade chapit la |
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।