ମାର୍କ 1:15 - ପବିତ୍ର ବାଇବଲ15 ଯୀଶୁ କହିଲେ, “ବର୍ତ୍ତମାନ ଉପଯୁକ୍ତ ସମୟ ଆସିଯାଇଛି। ପରମେଶ୍ୱରଙ୍କ ରାଜ୍ୟ ପାଖ ହୋଇ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଗ୍ଭରରେ ବିଶ୍ୱାସ କର।” Gade chapit laପବିତ୍ର ବାଇବଲ (Re-edited) - (BSI)15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ଵରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ଵାସ କର। Gade chapit laଓଡିଆ ବାଇବେଲ15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର । Gade chapit laପବିତ୍ର ବାଇବଲ (CL) NT (BSI)15 ସେ କହିଲେ, “ଉପଯୁକ୍ତ ସମୟ ଆସିଛି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ! ପାପ ପ୍ରତି ବିମୁଖ ହୋଇ ଏହି ଶୁଭବାର୍ତ୍ତାରେ ବିଶ୍ୱାସ କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।” Gade chapit la |
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।