ମାର୍କ 1:16 - ପବିତ୍ର ବାଇବଲ16 ଯୀଶୁ ଗାଲିଲୀ ହ୍ରଦ ଦେଇ ଯିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମୋନ, ପିତରଙ୍କର ଏହା ଅନ୍ୟ ଏକ ନାମ। ସେହି ଦୁଇଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସେମାନେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। Gade chapit laଓଡିଆ ବାଇବେଲ16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ ଗାଲିଲୀ ହ୍ରଦ କୂଳ ଦେଇ ଯିବାବେଳେ ଶିମୋନ ଓ ଆନ୍ଦ୍ରିୟ ଦୁଇ ଭାଇଙ୍କୁ ଜାଲ ପକାଇ ମାଛ ଧରୁଥିବାର ଦେଖିଲେ। ସେମାନେ ମତ୍ସ୍ୟଜୀବୀ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। Gade chapit la |