Biblia Todo Logo
Bib sou entènèt

- Piblisite -




ମାର୍କ 1:19 - ପବିତ୍ର ବାଇବଲ

19 ଯୀଶୁ ଗାଲିଲୀ ହ୍ରଦ କୂଳରେ ଗ୍ଭଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନୌକାରେ ବସି ମାଛ ଧରିବା ପାଇଁ ଜାଲ ସଜାଡ଼ୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଯୀଶୁ ଆଉ କିଛି ଦୂର ଆଗକୁ ଯାଇ ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନଙ୍କୁ ଦେଖିଲେ। ସେମାନେ ଜାଲ ପକାଇବାକୁ ନିଜ ନୌକାରେ ପ୍ରସ୍ତୁତ ହେଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ।

Gade chapit la Kopi




ମାର୍କ 1:19
11 Referans Kwoze  

ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଣ୍ଡାରେ ହତ୍ୟା କରିଦେଲେ।


ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।


ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା'ପରେ ଯୀଶୁ ଅତ୍ୟଧିକ ବିଚଳିତ ଓ ଦୁଃଖରେ ପୂର୍ଣ୍ଣ ହେବାକୁ ଲାଗିଲେ,


ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”


ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା।


ତା'ପରେ ସେ ସମସ୍ତଙ୍କୁ ଛାଡ଼ି କେବଳ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ।


ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନେରିଗୋଷ୍ ଅର୍ଥାତ “ମେଘ ଗର୍ଜ୍ଜନର ପୁତ୍ର” ନାମ ଦେଲେ)।


ଯୀଶୁ ସେଠାରୁ ଆଗକୁ ଗ୍ଭଲିଲେ। ସେ ଦେଖିଲେ ଯେ ଜେବଦୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସେମାନଙ୍କୁ ଡାକିଲେ।


ତେଣୁ ଶିମୋନ ଓ ଆନ୍ଦ୍ରିୟ ସେମାନଙ୍କର ଜାଲ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।


ସେହି ଦୁଇ ଭାଇଙ୍କ ସହ, ଡଙ୍ଗାରେ ସେମାନଙ୍କ ବାପା ଜେବଦୀ ଓ ଅନ୍ୟ ସାହାଯ୍ୟକାରୀ ଶ୍ରମିକମାନେ ଥିଲେ। ସେହି ଦୁଇ ଭାଇଙ୍କୁ ଦେଖିବା ମାତ୍ରେ ଯୀଶୁ ସେମାନଙ୍କୁ ଆସିବାକୁ ଅନୁରୋଧ କଲେ। ସେମାନେ ସେମାନଙ୍କର ବାପା ଓ ଶ୍ରମିକମାନଙ୍କୁ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।


ଯୀଶୁଙ୍କର କେତେକ ଶିଷ୍ୟ ଏକତ୍ର ହୋଇଥିଲେ, ସେମାନେ ହେଲେ ଶିମୋନ ପିତର, ଥୋମା, (ଡାକନାମ ଦିଦୁମ)। ଗାଲିଲୀର କାନ୍ନା ନିବାସୀ ନିଥନିୟେଲ, ଜେବଦୀର ପୁତ୍ରମାନେ ଓ ଦୁଇଜଣ ଅନ୍ୟ ଶିଷ୍ୟ।


Swiv nou:

Piblisite


Piblisite