Biblia Todo Logo
Bib sou entènèt

- Piblisite -




ମାର୍କ 1:25 - ପବିତ୍ର ବାଇବଲ

25 ଯୀଶୁ ଭର୍ତ୍ସନା କରି କହିଲେ, “ଚୁପ୍ କର, ଏହାଠାରୁ ବାହାରିଯା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା।

Gade chapit la Kopi

ଓଡିଆ ବାଇବେଲ

25 ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଯୀଶୁ ତାକୁ ଧମକ ଦେଇ କହିଲେ: “ଚୁପ୍ କର୍! ଏହି ଲୋକ ଭିତରୁ ବାହାରି ଯା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର୍, ଏହାଠାରୁ ବାହାରିଯା।”

Gade chapit la Kopi




ମାର୍କ 1:25
10 Referans Kwoze  

ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଅନେକ ଲୋକଙ୍କୁ ଯୀଶୁ ସୁସ୍ଥ କରିଦେଲେ। ସେ ମଧ୍ୟ ଲୋକଙ୍କ ଦେହରୁ ଅନେକ ଭୂତାତ୍ମା ବାହାରି ଗ୍ଭଲି ଯିବାକୁ ବାଧ୍ୟ କଲେ, କିନ୍ତୁ ସେ କିଏ ବୋଲି ଭୂତମାନେ ଜାଣି ଥିବାରୁ ସେ ସେମାନଙ୍କୁ ପଦେ ହେଲେ କହିବାକୁ ସୁଯୋଗ ଦେଲେ ନାହିଁ।


ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋ‌ର୍‌‌ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।”


ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ।


ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡ଼ି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦେଇ କହିଲେ, “ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦେଇଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦେହ ଭିତରୁ ବାହାରିଯା। ଏହାର ଦେହରେ ପୁଣି ଆଉ କେବେ ହେଲେ ପ୍ରବେଶ କରିବୁ ନାହିଁ।”


ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର ଏହି ଲୋକର ଦେହରୁ ବାହାରିଯା”। ଏହା ପରେ ଦୁଷ୍ଟାତ୍ମା ସେହି ଲୋକଟିକୁ ସମସ୍ତଙ୍କ ସାମନାରେ ତଳେ ପକାଇ ଦେଲା ଓ ତାହାର କୌଣସି କ୍ଷତି ନ କରି ତା’ ଦେହରୁ ବାହାରିଗଲା।


ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି, “ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ ଆଲୋଚନା କରିବା ଠିକ୍ ନୁହେଁ।


ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।”


“ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭକୁ ଧ୍ୱଂସ କରିଦେବାକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ବ୍ୟକ୍ତି।”


ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦେଲା। ତା'ପରେ ସେ ଖୁବ୍ ଜୋ‌ର୍‌ରେ ଚିତ୍କାର କରି ସେହି ଲୋକଟି ଭିତରୁ ବାହାରି ଗଲା।


Swiv nou:

Piblisite


Piblisite