Biblia Todo Logo
Bib sou entènèt

- Piblisite -




ମାର୍କ 1:29 - ପବିତ୍ର ବାଇବଲ

29 ତା'ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମୋନ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

29 ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଅାନ୍ଦ୍ରିୟଙ୍କ ଗୃହକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଯାକୁବ, ଯୋହନ ଓ ଅନ୍ୟ ଶିଷ୍ୟମାନଙ୍କ ସହିତ ଯୀଶୁ ସମାଜ ଗୃହ ଛାଡ଼ି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।

Gade chapit la Kopi




ମାର୍କ 1:29
7 Referans Kwoze  

ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।


ଯୀଶୁ ତାହାକୁ କହିଲେ, “କୋକିଶିଆଳିର ରହିବା ପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ୟପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।”


ଯୀଶୁ ସମାଜଗୃହରେ ଥିବା ସମୟରେ ସେଠାରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦେହରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା,


ତେଣୁ ଯୀଶୁଙ୍କ ବିଷୟରେ ଗାଲିଲୀ ଅଞ୍ଚଳର ଗ୍ଭରିଆଡ଼େ ଖୁବ୍ ଶୀଘ୍ର ଖବର ବ୍ୟାପିଗଲା।


ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ।


Swiv nou:

Piblisite


Piblisite