Biblia Todo Logo
Bib sou entènèt

- Piblisite -




ମାର୍କ 1:3 - ପବିତ୍ର ବାଇବଲ

3 “ମରୁଭୂମିରେ ଜଣେ ପାଟିକରି କହୁଛି; ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ତ ସଳଖ କର,

Gade chapit la Kopi

ଓଡିଆ ବାଇବେଲ

3 ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 “ମରୁ ପ୍ରାନ୍ତରରେ ଜଣେ କେହି ଉଚ୍ଚସ୍ୱରରେ କହୁଛନ୍ତି, ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର; ତାଙ୍କର ଯାତ୍ରା ନିମନ୍ତେ ପଥ ସରଳ କର’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।”

Gade chapit la Kopi




ମାର୍କ 1:3
8 Referans Kwoze  

ସେହି ଯୋହନଙ୍କ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ କହୁଥିଲେ, “ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର: ‘ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର।’”


ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହୁଥିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ ଠାରୁ ବହୁତ ଶ୍ରେଷ୍ଠ, କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’”


ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ


ହାନାନ ଓ କୟାଫା ମହାଯାଜକ ଥିଲେ। ସେହି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ୱରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ।


Swiv nou:

Piblisite


Piblisite