Biblia Todo Logo
Bib sou entènèt

- Piblisite -




ମାର୍କ 1:30 - ପବିତ୍ର ବାଇବଲ

30 ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଶିମୋନଙ୍କ ଶାଶୁ ଜ୍ଵରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସେଠାରେ ପହଞ୍ଚିବାମାତ୍ରେ ସେ ଶୁଣିଲେ ଯେ ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଶାୟୀ ହୋଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ।

Gade chapit la Kopi




ମାର୍କ 1:30
7 Referans Kwoze  

ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି।


ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସେମାନେ କହି ପଠାଇଲେ, “ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡ଼ିତ ଅଛନ୍ତି।”


ସେ କାକୁତି ମିନତି ହୋଇ ଯୀଶୁଙ୍କୁ ଭିକ୍ଷା ମାଗିଲେ, “ମୋର ଛୋଟ ଝିଅ ମରିବା ଉପରେ। ଦୟାକରି ଆପଣ ଆସି ତା’ ଉପରେ ହାତ ରଖନ୍ତୁ, ତା'ହେଲେ ସେ ସୁସ୍ଥ ହୋଇଯିବ ଓ ଜୀବନ ପାଇବ।”


ଯୀଶୁ ପିତରଙ୍କ ଘରେ ପହଞ୍ଚିଲେ। ସେ ଦେଖିଲେ ଯେ ପିତରଙ୍କ ଶାଶୁ ଭୀଷଣ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ିଛନ୍ତି।


ତା'ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମୋନ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।


ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହେବାରେ ସାହାଯ୍ୟ କଲେ। ତାହାଙ୍କର ଜ୍ୱର ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲେ। ତା'ପରେ ସେ ସେମାନଙ୍କର ପରିଚର୍ଯ୍ୟା କରିବାକୁ ଲାଗିଲେ।


Swiv nou:

Piblisite


Piblisite