Biblia Todo Logo
Bib sou entènèt

- Piblisite -




ମାର୍କ 1:33 - ପବିତ୍ର ବାଇବଲ

33 ସହରର ସବୁ ଲୋକେ ସେହି ଘରର ଦୁଆରରେ ଜମା ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ନଗରବାସୀ ସମସ୍ତେ ଦ୍ଵାର ନିକଟରେ ଏକତ୍ର ହେଲେ।

Gade chapit la Kopi

ଓଡିଆ ବାଇବେଲ

33 ପୁଣି, ନଗରବାସୀସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ସାରା ସହରର ଲୋକେ ଆସି ଦ୍ୱାର ସାମ୍ନାରେ ଜମା ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ନଗରବାସୀ ସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ।

Gade chapit la Kopi




ମାର୍କ 1:33
4 Referans Kwoze  

ପରବର୍ତ୍ତୀ ବିଶ୍ରାମବାରରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ଏକାଠି ହେଲେ।


ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।


ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଅନେକ ଲୋକଙ୍କୁ ଯୀଶୁ ସୁସ୍ଥ କରିଦେଲେ। ସେ ମଧ୍ୟ ଲୋକଙ୍କ ଦେହରୁ ଅନେକ ଭୂତାତ୍ମା ବାହାରି ଗ୍ଭଲି ଯିବାକୁ ବାଧ୍ୟ କଲେ, କିନ୍ତୁ ସେ କିଏ ବୋଲି ଭୂତମାନେ ଜାଣି ଥିବାରୁ ସେ ସେମାନଙ୍କୁ ପଦେ ହେଲେ କହିବାକୁ ସୁଯୋଗ ଦେଲେ ନାହିଁ।


Swiv nou:

Piblisite


Piblisite