Biblia Todo Logo
Bib sou entènèt

- Piblisite -




ମାର୍କ 1:39 - ପବିତ୍ର ବାଇବଲ

39 ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ପୁଣି, ଯୀଶୁ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ଛଡ଼ାଇଲେ।

Gade chapit la Kopi

ଓଡିଆ ବାଇବେଲ

39 ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ତା’ପରେ ସେ ଗାଲିଲୀର ସବୁ ଅଞ୍ଚଳରେ ବୁଲି ସମାଜ ଗୃହଗୁଡ଼ିକରେ ପ୍ରଚାର କଲେ ଓ ଭୂତ ଛଡ଼ାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।

Gade chapit la Kopi




ମାର୍କ 1:39
10 Referans Kwoze  

ଯୀଶୁ ଯିହୂଦୀ ସମାଜଗୃହମାନଙ୍କରେ ସ୍ୱର୍ଗରାଜ୍ୟରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡ଼ା ଦୂର କରି ସମଗ୍ର ଗାଲିଲୀ ରାଜ୍ୟରେ ଭ୍ରମଣ କଲେ।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।


ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ।


ସେହି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟରେ ଶୋଇଛି। ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଗ୍ଭଲି ଯାଇଛିା


ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ।


ଯୀଶୁ ସମାଜଗୃହରେ ଥିବା ସମୟରେ ସେଠାରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦେହରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା,


ଏହା ଶୁଣି ଯୀଶୁ କହିଲେ, “ଆମ୍ଭେମାନେ ଅନ୍ୟ ନିକଟବର୍ତ୍ତୀ ନଗରକୁ ଯିବା ଉଚିତ୍, ଯେପରି ମୁଁ ସେଠାରେ ସେମାନଙ୍କୁ ମଧ୍ୟ ଉପଦେଶ ଦେଇ ପାରିବି ମୁଁ କେବଳ ଏଥିପାଇଁ ଆସିଛି।”


ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା।


ଏ ଲୋକମାନଙ୍କର କୌଣସି ବିଶ୍ୱାସ ନ ଥିବାରୁ ଯୀଶୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତା'ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସେଠାରେ ଶିକ୍ଷା ଦେବାକୁ ଲାଗିଲେ।


Swiv nou:

Piblisite


Piblisite