Biblia Todo Logo
Bib sou entènèt

- Piblisite -




ମାର୍କ 1:4 - ପବିତ୍ର ବାଇବଲ

4 ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା'ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପକ୍ଷମା ନିମନ୍ତେ ମନପରିବର୍ତ୍ତନରବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

4 ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେହି ଅନୁସାରେ ଯୋହନ ମରୁପ୍ରାନ୍ତରକୁ ଆସି ପ୍ରଚାର କଲେ ଏବଂ ଜଳଦୀକ୍ଷା ଦେବାକୁ ଲାଗିଲେ। ସେ ଲୋକମାନଙ୍କୁ କହୁଥିଲେ, “ନିଜ ନିଜର ପାପ ପ୍ରତି ବିମୁଖ ହୁଅ ଏବଂ ଜଳଦୀକ୍ଷା ଗ୍ରହଣ କର। ତାହାହେଲେ ଈଶ୍ୱର ତୁମର ପାପ କ୍ଷମା କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।

Gade chapit la Kopi




ମାର୍କ 1:4
11 Referans Kwoze  

ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ।


ସେମାନେ ନିଜ ନିଜ ପାପ ସ୍ୱୀକାର କଲେ। ଯୋହନ ଯର୍ଦ୍ଦନ ନଦୀରେ ସେମାନଙ୍କୁ ବାପ୍ତିସ୍ମ ଦେଲେ।


ପରମେଶ୍ୱରଙ୍କ ଲୋକଙ୍କୁ ତୁମ୍ଭେ ଜଣେଇଦେବ ଯେ ସେମାନଙ୍କର ପାପକୁ କ୍ଷମା କରି ଦିଆଯାଇ ସେମାନଙ୍କୁ ଉଦ୍ଧାର କରାଯିବ।


ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’


“ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ସମ୍ପର୍କରେ ପ୍ରଗ୍ଭର ହେବାପରେ ଗାଲିଲୀଠାରୁ ଆରମ୍ଭ କରି ସାରା ଯିହୂଦାରେ ଯାହାସବୁ ଘଟିଲା, ତାହା ତୁମ୍ଭେମାନେ ଜାଣିଛ।


“ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ'ପରେ ଯେ ଆସୁଛନ୍ତି, ସେ ମୋ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।


Swiv nou:

Piblisite


Piblisite