Biblia Todo Logo
Bib sou entènèt

- Piblisite -




ମାର୍କ 1:42 - ପବିତ୍ର ବାଇବଲ

42 ତା'ର କୁଷ୍ଠରୋଗ ତ‌ତ୍‌କ୍ଷଣାତ୍ ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।

Gade chapit la Kopi

ଓଡିଆ ବାଇବେଲ

42 ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ତତ୍କ୍ଷଣାତ୍ ସେହି ରୋଗ ତା’ଠାରୁ ଦୂର ହୋଇଗଲା ଓ ସେ ଶୁଚି ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।

Gade chapit la Kopi




ମାର୍କ 1:42
8 Referans Kwoze  

ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦେଇଛି, ତାହା ଦ୍ୱାରା ତୁମ୍ଭେ ପରିଷ୍କୃତ ହୋଇ ସାରିଅଛ।


ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ରେ ତା'ର ରକ୍ତସ୍ରାବ ବନ୍ଦ ହୋଇଗଲା ଓ ତା'ର ଶରୀରର ରୋଗ ଭଲ ହୋଇଗଲା ବୋଲି ସେ ଅନୁଭବ କଲା।


ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହେବାରେ ସାହାଯ୍ୟ କଲେ। ତାହାଙ୍କର ଜ୍ୱର ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲେ। ତା'ପରେ ସେ ସେମାନଙ୍କର ପରିଚର୍ଯ୍ୟା କରିବାକୁ ଲାଗିଲେ।


ତା'ପରେ ଯୀଶୁ କହିଲେ, “ହେ ନାରୀ! ତୁମ୍ଭର ଗଭୀର ବିଶ୍ୱାସ ରହିଛି। ତୁମ୍ଭେ ମୋ'ଠାରୁ ଯାହା ଗ୍ଭହିଁଛ, ମୁଁ ତାହା କରିଦେବି।” ଏହା କହିବା ମାତ୍ରେ ସେହି ସ୍ତ୍ରୀର ଝିଅଟି ସମ୍ପୂର୍ଣ୍ଣ ରୂପେ ଭଲ ହୋଇଗଲା।


କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।


ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।”


ଯୀଶୁ ଲୋକଟିକୁ ଗ୍ଭଲି ଯିବାକୁ କହିଲେ, କିନ୍ତୁ ତାକୁ ଚେତାବନୀ ଦେଇ କହିଲେ,


Swiv nou:

Piblisite


Piblisite