ମାର୍କ 1:9 - ପବିତ୍ର ବାଇବଲ9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ଵାରା ବାପ୍ତିଜିତ।। ହେଲେ। Gade chapit laଓଡିଆ ବାଇବେଲ9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)9 ସେହି ସମୟରେ ଯୀଶୁ ଗାଲିଲୀ ପ୍ରଦେଶର ନାଜରିତରୁ ଆସି ଯୋହନଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ଜଳଦୀକ୍ଷା ଗ୍ରହଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ। Gade chapit la |