Biblia Todo Logo
Bib sou entènèt

- Piblisite -




ମାର୍କ 10:10 - ପବିତ୍ର ବାଇବଲ

10 ଯୀଶୁ ଓ ଶିଷ୍ୟମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ପୁଣି ଥରେ ଛାଡ଼ପତ୍ର ବିଷୟରେ ପଗ୍ଭରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପରେ ଶିଷ୍ୟମାନେ ଘରେ ତାହାଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

10 ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ଏ ବିଷୟରେ ଆଉ ଥରେ ପଚାରିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ।

Gade chapit la Kopi




ମାର୍କ 10:10
5 Referans Kwoze  

ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?”


ତା'ପରେ ଯୀଶୁ ଘର ଭିତରକୁ ଗଲେ। କେବଳ ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ସେଠାରେ ଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭେମାନେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?”


ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।


ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”


ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ।


Swiv nou:

Piblisite


Piblisite