ମାର୍କ 10:11 - ପବିତ୍ର ବାଇବଲ11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; Gade chapit laଓଡିଆ ବାଇବେଲ11 ସେଥିରେ ସେ ସେମାନଙ୍କୁ କହିଲେ, ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; Gade chapit laପବିତ୍ର ବାଇବଲ (CL) NT (BSI)11 ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ପୁରୁଷ ପତ୍ନୀକୁ ଛାଡ଼ପତ୍ର ଦେଇ ଆଉ ଗୋଟିଏ ସ୍ତ୍ରୀକୁ ବିବାହ କରେ, ସେ ନିଜେ ବ୍ୟଭିଚାରୀ ହୁଏ ଏବଂ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; Gade chapit la |
କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।