ମାର୍କ 10:13 - ପବିତ୍ର ବାଇବଲ13 ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। Gade chapit laଓଡିଆ ବାଇବେଲ13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କରିବା ପାଇଁ କେତେକ ଲୋକ ଶିଶୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। Gade chapit la |