Biblia Todo Logo
Bib sou entènèt

- Piblisite -




ମାର୍କ 10:15 - ପବିତ୍ର ବାଇବଲ

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏକଥା ମୁଁ ନିଶ୍ଚିତ ଭାବରେ କହୁଛି ଯେ, ଶିଶୁ ପରି ଜଣେ ଈଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବାକୁ ପ୍ରସ୍ତୁତ ନ ହେଲେ, ସେ ସେଥିରେ ପ୍ରବେଶ କରିପାରିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”

Gade chapit la Kopi




ମାର୍କ 10:15
6 Referans Kwoze  

ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”


ଯୀଶୁ କହିଲେ, “ପିଲାମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ଅଟକାଅ ନାହିଁ, କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ୱର୍ଗରାଜ୍ୟ ସେହିମାନଙ୍କର।”


ଭାଇ ଓ ଭଉଣୀମାନେ, ବୁଦ୍ଧିରେ ପିଲାମାନଙ୍କ ପରି ହୁଅ ନାହିଁ ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ ଓ ବୁଦ୍ଧିରେ ପୂର୍ଣ୍ଣ ବୟସ୍କ ହୁଅ।


ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ‌ଗ୍‌ଧ ପାନ ପାଇଁ ତୁମ୍ଭେ ଲାଳାୟିତ ହୁଅ। ଏହାକୁ ପାନ କରିବା ଦ୍ୱାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।


Swiv nou:

Piblisite


Piblisite