ମାର୍କ 10:23 - ପବିତ୍ର ବାଇବଲ23 ଯୀଶୁ ଗ୍ଭରିଆଡ଼େ ଗ୍ଭହିଁ ଶିଷ୍ୟମାନଙ୍କୁ କହିଲେ, “ଧନୀ ଲୋକମାନଙ୍କ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ବଡ଼ କଠିନ ବିଷୟ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେ ! Gade chapit laଓଡିଆ ବାଇବେଲ23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ ! Gade chapit laପବିତ୍ର ବାଇବଲ (CL) NT (BSI)23 ଯୀଶୁ ଶିଷ୍ୟମାନଙ୍କ ଆଡ଼କୁ ଅନାଇ କହିଲେ, “ଧନୀମାନଙ୍କର ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!” Gade chapit la |