ମାର୍କ 10:4 - ପବିତ୍ର ବାଇବଲ4 ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା'ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ମୋଶା, ଅନୁମତି ଦେଇଅଛନ୍ତି। Gade chapit laଓଡିଆ ବାଇବେଲ4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)4 ସେମାନେ ଉତ୍ତର ଦେଲେ, “ଛାଡ଼ପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ପାଇଁ ମୋଶା ଅନୁମତି ଦେଇଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି। Gade chapit la |
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।