Biblia Todo Logo
Bib sou entènèt

- Piblisite -




ମାର୍କ 10:42 - ପବିତ୍ର ବାଇବଲ

42 ଯୀଶୁ ସମସ୍ତ ପ୍ରେରିତମାନଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କୁ ସେମାନେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ୱ ଦେଖାଇବାକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ମଧ୍ୟ ଲୋକଙ୍କ ଉପରେ ତାହାଙ୍କର ଅଧିକାର ସାବ୍ୟସ୍ତ କରିବାକୁ ଭଲ ପାଆନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ବିଜାତିମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ସେମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ।

Gade chapit la Kopi

ଓଡିଆ ବାଇବେଲ

42 ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ଅଣଯିହୂଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୂଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ଯୀଶୁ ସେମାନଙ୍କୁ ଏକତ୍ର ଡ଼ାକି କିହଲେ, “ତୁମ୍ଭେମାନେ ଜାଣ, ଏ ଜଗତରେ ଶାସକମାନେ ଲୋକମାନଙ୍କ ଉପରେ ପ୍ରଭୁପଣ ବିସ୍ତାର କରନ୍ତି ଓ ନେତାମାନେ ଅନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।

Gade chapit la Kopi




ମାର୍କ 10:42
5 Referans Kwoze  

ଯେଉଁମାନଙ୍କର ଦାୟିତ୍ୱ ତୁମ୍ଭେ ନେଇଛ, ସେମାନଙ୍କ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସେମାନଙ୍କ ନିକଟରେ ଆଦର୍ଶ ସ୍ୱରୂପ ହୁଅ।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଏହି ସଂସାରର ଦେଶଗୁଡ଼ିକର ରାଜାମାନେ ସେମାନଙ୍କ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସେମାନେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ୟାତ ହୁଅନ୍ତି।


ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି।


ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ।


କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ।


Swiv nou:

Piblisite


Piblisite