ମାର୍କ 10:43 - ପବିତ୍ର ବାଇବଲ43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେକେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Gade chapit laଓଡିଆ ବାଇବେଲ43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Gade chapit laପବିତ୍ର ବାଇବଲ (CL) NT (BSI)43 କିନ୍ତୁ ତୁମେ ଏହି ନୀତିରେ ଚଳିବ ନାହିଁ। ତୁମ ଭିତରୁ ଜଣେ ଯଦି ବଡ଼ ହେବାକୁ ଚାହେଁ, ସେ ଅନ୍ୟମାନଙ୍କର ସେବକ ହେଉ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Gade chapit la |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”