ମାର୍କ 10:44 - ପବିତ୍ର ବାଇବଲ44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)44 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେକେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ। Gade chapit laଓଡିଆ ବାଇବେଲ44 ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ । Gade chapit laପବିତ୍ର ବାଇବଲ (CL) NT (BSI)44 ଏବଂ ତୁମ୍ଭ ମଧ୍ୟରୁ ଯଦି ଜଣେ ପ୍ରଥମ ସ୍ଥାନ ଅଧିକାର କରିବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ପରି ହେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ। Gade chapit la |