Biblia Todo Logo
Bib sou entènèt

- Piblisite -




ମାର୍କ 11:12 - ପବିତ୍ର ବାଇବଲ

12 ତହିଁ ଆରଦିନ ଯେତେବେଳେ ସେମାନେ ବେଥନୀୟାରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁ ଆରଦିନ ସେମାନେ ବେଥନିଆରୁ ଆସୁଥିବା ସମୟରେ ସେ କ୍ଷୁଧିତ ହେଲେ;

Gade chapit la Kopi

ଓଡିଆ ବାଇବେଲ

12 ତହିଁ ଆରଦିନ ବେଥନିଆରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତା’ ପରଦିନ ସେମାନେ ବେଥାନୀରୁ ଫେରିବାବେଳେ ଯୀଶୁ କ୍ଷୁଧାର୍ତ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;

Gade chapit la Kopi




ମାର୍କ 11:12
9 Referans Kwoze  

ଏବେ ସମସ୍ତ କିଛି ଶେଷ ହୋଇଯାଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ୟ ହେବା ପାଇଁ ସେ କହିଲେ, “ମୋତେ ଶୋଷ କରୁଛି।”


ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା।


ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ସେଠାରେ ଶୟତାନ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ତାହାଙ୍କର ପରୀକ୍ଷା ନେଲା। ସେହି ଦିନମାନଙ୍କରେ ଯୀଶୁ କିଛି ନ ଖାଇ ନ ପିଇ ରହିଲେ। ସେହି ଦିନତକ ସରିଯିବା ପରେ ଯୀଶୁଙ୍କୁ ବଡ଼ ଭୋକ ଲାଗିଲା।


ଯୀଶୁ ପତ୍ରରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରିଗଛ ଦେଖିଲେ। ଗଛରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସେଠାରେ ପହଞ୍ଚି ସେ ଗଛରେ ଗୋଟିଏ ହେଲେ ଡିମ୍ବିରି ଫଳ ପାଇଲେ ନାହିଁ। ଗଛରେ ପତ୍ର ଛଡ଼ା ଆଉ କିଛି ନ ଥିଲା। ଏହା ଡିମ୍ବିରି ଫଳ ଫଳିବା ଋତୁ ନ ଥିଲା।


ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ।


Swiv nou:

Piblisite


Piblisite