ମାର୍କ 11:18 - ପବିତ୍ର ବାଇବଲ18 ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ। Gade chapit laଓଡିଆ ବାଇବେଲ18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)18 ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଏ ଘଟଣା ବିଷୟରେ ଶୁଣି ଯୀଶୁଙ୍କୁ ହତ୍ୟା କରିବା ପାଇଁ ଉପାୟ ଖୋଜିବାକୁ ଲାଗିଲେ। ସେମାନେ ଯୀଶୁଙ୍କୁ ଭୟ କରୁଥିଲେ। କାରଣ ଲୋକମାନେ ତାଙ୍କ ଶିକ୍ଷାରେ ମୁଗ୍ଧ ହୋଇଯାଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”