Biblia Todo Logo
Bib sou entènèt

- Piblisite -




ମାର୍କ 11:19 - ପବିତ୍ର ବାଇବଲ

19 ସନ୍ଧ୍ୟା ହୋଇଗଲା। ସନ୍ଧ୍ୟା ହେବାରୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ନଗରରୁ ବାହାରି ଗ୍ଭଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ।

Gade chapit la Kopi

ଓଡିଆ ବାଇବେଲ

19 ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେଦିନ ସନ୍ଧ୍ୟା ହେବା ପରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ସହର ଛାଡ଼ି ଚାଲିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ।

Gade chapit la Kopi




ମାର୍କ 11:19
4 Referans Kwoze  

ସେହି ଦିନଗୁଡ଼ିକରେ ଯୀଶୁ ଲୋକମାନଙ୍କୁ ମନ୍ଦିରରେ ଉପଦେଶ ଦେଉଥିଲେ। ରାତ୍ରିକାଳରେ ସେ ନଗର ବାହାରକୁ ଗ୍ଭଲି ଯାଉଥିଲେ ଓ ସାରା ରାତି ଜୀତପର୍ବତ ଉପରେ କଟାଉଥିଲେ।


ଯୀଶୁ ଯିରୁଶାଲମ ଆସି ମନ୍ଦିର ଭିତରେ ପ୍ରବେଶ କଲେ। ଯୀଶୁ ମନ୍ଦିରରେ ପ୍ରତ୍ୟେକ ବିଷୟ ପ୍ରତି ଦୃଷ୍ଟି ପକାଇଲେ। ସେତେବେଳକୁ ବହୁତ ଡେରି ହୋଇଯାଇଥିଲା। ତେଣୁ ଯୀଶୁ ବାରଜଣ ପ୍ରେରିତଙ୍କ ସହିତ ବେଥନୀୟାକୁ ଗ୍ଭଲିଗଲେ।


ତେଣୁ ତୁମ୍ଭ ପାଖରେ ଆଲୋକ ଥିବା ପର୍ଯ୍ୟନ୍ତ ତା'ଠାରେ ତୁମ୍ଭେ ବିଶ୍ୱାସ ରଖ। ତେବେ ତୁମ୍ଭେମାନେ ଆଲୋକର ସନ୍ତାନ ହେବ।” ଯୀଶୁ ଏ କଥା କରିବା ପରେ ସେମାନଙ୍କର ପାଖରୁ ଗ୍ଭଲି ଗଲେ। ସେ ଏପରି ସ୍ଥାନରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।


ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଗ୍ଭଲିଗଲେ। ସେ ବେଥନୀୟାକୁ ଗ୍ଭଲିଗଲେ ଓ ସେଠାରେ ରାତିଟି କଟାଇଲେ।


Swiv nou:

Piblisite


Piblisite